ଆଠଗଡ଼: କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ କୋଲିକନ୍ୟା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଗାଁର ବିକାଶ ମନ୍ତ୍ରୀ ତାଙ୍କ ସ୍ତ୍ରୀ ସୁମିତ୍ରାଙ୍କୁ ଆଜି ସକାଳେ ହତ୍ୟା କରିବା ପରେ କିରୋସିନି ଢାଳି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି।
ସୁମିତ୍ରାଙ୍କ ପରିବାର ପକ୍ଷରୁ ଏ ନେଇ ଥାନାରେ ଏତଲା ଦିଆଯାଇଛି। ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।