Knife
Advertisment
ପୁରୀ ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ଛୁରା ମାଡ଼। ଛୁରା ମାଡ଼ରେ ଦାଦା ଓ ପୁତୁରା ଆହତ। ଆହତ ବ୍ୟକ୍ତି ମାନେ ହେଲେ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ। ଉଭୟ ମାର୍କଣ୍ଡେଶ୍ୱର ସାହି ଅଂଚଳର। କେହି ଦୁର୍ବୃତ୍ତ ଛୁରା ମାଡ଼ କରି ଥିବା ବେଳେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଅଛି। ସିଂହ ଦ୍ୱାର ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ କରୁଅଛି। ଫେରାର ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଅଛି। ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଥାଇପାରେ ବୋଲି କୁହାଯାଉଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Knife_1708228059.jpg)