Advertisment

କୋଣାର୍କ: ଅବସରପ୍ରାପ୍ତ ଡିଆଇଙ୍କ ସମେତ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର

କୋଣାର୍କ: ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ନଗର ଗ୍ରାମର ଏକ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତକମାନେ ହେଲା ନଗର ଗ୍ରାମର ଅବସରପ୍ରାପ୍ତ ଡିଆଇ ଦିନବନ୍ଧୁ ମଲ୍ଲିକ ଏବଂ ତାଙ୍କ ପତ୍ନୀ ଓ ଦୁଇ ନାବାଳିକା ଝିଅ । ମୃତ ଦିନବନ୍ଧୁଙ୍କ ପରିବାରକୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବା ଅନୁମାନ କରାଯାଉଛି । ସ୍ଥାନୀୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହଗୁଡିକୁ ଉଦ୍ଧାର କରିବା ସହ ଘଟଣାର […]

ଅଦ୍ୟତନ ହୋଇଛି
କୋଣାର୍କ: ଅବସରପ୍ରାପ୍ତ ଡିଆଇଙ୍କ ସମେତ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର

konark murder-2

Advertisment

konark murderକୋଣାର୍କ: ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ନଗର ଗ୍ରାମର ଏକ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତକମାନେ ହେଲା ନଗର ଗ୍ରାମର ଅବସରପ୍ରାପ୍ତ ଡିଆଇ ଦିନବନ୍ଧୁ ମଲ୍ଲିକ ଏବଂ ତାଙ୍କ ପତ୍ନୀ ଓ ଦୁଇ ନାବାଳିକା ଝିଅ । ମୃତ ଦିନବନ୍ଧୁଙ୍କ ପରିବାରକୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବା ଅନୁମାନ କରାଯାଉଛି । ସ୍ଥାନୀୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହଗୁଡିକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe