ଜୟପୁରରେ ସେକ୍ସ ରାକେଟ୍‌

କୋରାପୁଟ: କୋରାପୁଟ ଜିଲ୍ଲା ଜୟପୁର କୁମ୍ଭାର ସାହିରେ ଟାଉନ୍‌ ଥାନା ପୋଲିସ ଚଢ଼ାଉ କରି ୬ ଜଣ ଦେହଜୀବୀ ଓ ୩ ଜଣ ଗ୍ରାହକଙ୍କୁ ଗିରଫ କରିଛି। ଧରାପଡ଼ିଥିବା ଯୁବତୀମାନେ କେନ୍ଦ୍ରାପଡ଼ା ଓ ମାଲକାନଗିରି ଅଞ୍ଚଳରେ ବୋଲି ଜଣାପଡ଼ିଛି। ଆଜି ଡାକ୍ତରୀ ମାଇନା ପରେ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

sex

Rakesh Mallick
  • Published: Saturday, 18 March 2017
  • , Updated: 18 March 2017, 07:03 PM IST

Related story