ଲମତାପୁଟ: କୋରାପୁଟ ଜିଲ୍ଲାର ଲମତାପୁଟ ଅନ୍ତର୍ଗତ କୁମୁଡ଼ାପୁଟ ଜଙ୍ଗଲରେ ବିଏସଏଫ ଯବାନମାନେ ସର୍ଚ୍ଚ ଅପରେସନ୍ କଲା ବେଳେ ମାଓବାଦୀମାନେ ବ୍ୟବହାର କରୁଥିବା ୨୯ଟି ଇଲେଟ୍ରିକ ଡେଟୋନେଟର, ୯୯ଟି ନନ୍ ଇଲେଟ୍ରିକ ଡେଟୋନେଟର, ୭୫ ମିଟର ଫ୍ୟୁଜ୍ ତାର, ୩୦ମିଟର ବିଦ୍ୟୁତ ତାର, ଏମୋନିଆ ନାଇଟ୍ରେଟ, ୨ଟି ଟିଫନ ବକ୍ସ ଓ ୧୦ଟି ଜିଲେଟିନ୍ ଜବତ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।