ବ୍ରହ୍ମପୁର: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଆଜି ଦିଗପହଣ୍ଡି ସବ ଜେଲର ବିଭୂତିଭୂଷଣ ପଟ୍ଟନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜେଲରେ ଖାଦ୍ୟ ସାମଗ୍ରୀ ଯୋଗାଇବାକୁ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ବିଭୂତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ଠିକାଦାରଙ୍କ ବକେୟା ପ୍ରାପ୍ତ ଦେବା ସହ ନୂଆ ଟେଣ୍ଡର ମିଳିବା ପାଇଁ ସେ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।