ଭଦ୍ରକ: ଭଦ୍ରକ ତହସିଲ ଅମିନ ହରିହର ଦାସ ଜମି ମାପ କରିବା ପାଇଁ ଏକ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭଦ୍ରକ ପୁରୁଣାବଜାର ଅଞ୍ଚଳର ଶ୍ୟାମସୁନ୍ଦର ଗୁପ୍ତାଙ୍କ ଏରେଇ ମୌଜାରେ ଥିବା ଜମି ମାପ କରାଇବା ପାଇଁ ଏକ ହଜାର ଟଙ୍କା ମାଗିଥିଲେ। ପୂର୍ବ ପ୍ରସ୍ତୁତି ଅନୁଯାୟୀ ହରିହର ଶ୍ୟାମ ସୁନ୍ଦରଙ୍କଠାରୁ ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସ ସିଡି ତଳେ ଟଙ୍କା ନେଉଥିବା ବେଳେ ଧରାପଡ଼ିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।