କେନ୍ଦୁଝର: ଲାଞ୍ଚ ନେବେ ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେନ୍ଦୁଝର ଅବକାରୀ ଅଧୀକ୍ଷକ ଅଭୟ ପଞ୍ଜର ସାହୁ। ମହୁଲ ଫୁଲ ଲାଇସେନ୍ସ ପାଇଁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି। ଏହି ସମୟରେ ପୂର୍ବରୁ ଜଗି ରହିଥିବା ଭିଜିଲାନ୍ସ ଟିମ୍ ତାଙ୍କଠାରୁ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।