ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଅବକାରୀ ଅଧୀକ୍ଷକ

କେନ୍ଦୁଝର: ଲାଞ୍ଚ ନେବେ ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେନ୍ଦୁଝର ଅବକାରୀ ଅଧୀକ୍ଷକ ଅଭୟ ପଞ୍ଜର ସାହୁ। ମହୁଲ ଫୁଲ ଲାଇସେନ୍ସ ପାଇଁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି। ଏହି ସମୟରେ ପୂର୍ବରୁ ଜଗି ରହିଥିବା ଭିଜିଲାନ୍ସ ଟିମ୍ ତାଙ୍କଠାରୁ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛି।

vigilance

vigilance

Rakesh Mallick
  • Published: Thursday, 08 October 2015
  • , Updated: 08 October 2015, 10:54 AM IST

Related story