ଆଳି: ଲାଞ୍ଚ ନେଇଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା କନିକା ତହସିଲର ମୁଖ୍ୟ କିରାଣି ମାନସ କୁମାର ଜେନା। ମାନସ ଜମି ମିୟୁ ଟେସନ ପାଇଁ ୩୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସର ଏକ ଟିମ୍ ତାଙ୍କୁ ଗିରଫ କରିଛି।
ରାଜକନିକାର ବଳିଭଣ୍ଡା ଗାଁର ନିଧିରାମ ବାରିକଙ୍କୁ ଜମି ମିୟୁଟେସନ କରାଇ ଦେବାକୁ କହି ମାନସ ୧୦,୦୦୦ ଟଙ୍କା ଦାବି କରିଥିଲେ। ନିଧିରାମ ଭିଜିଲାନ୍ସର ଦ୍ୱାରସ୍ଥ ହୋଇ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ଆଜି ନିଧିରାମ ଲାଞ୍ଚ ଟଙ୍କା ନେଇ ମାନସଙ୍କୁ ଦେଇଥିଲେ। ଏହି ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିଥିଲେ।
ସୂଚନାଯୋଗ୍ୟ, ଅଭିଯୁକ୍ତ ମାନସ ପୂର୍ବରୁ ମହାକାଳପଡ଼ା ତହସିଲରେ ଥିବା ସମୟରେ ମଧ୍ୟ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।