ଭୁବନେଶ୍ୱର: ଜାଗା ଦେବା ନାଁରେ ଥିଓସୋଫିକାଲ ଟ୍ରଷ୍ଟ ଅଫ୍ ଇଣ୍ଡିଆର ନିକୁଞ୍ଜ କିଶୋର ମହାନ୍ତି ୩ କୋଟି ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଠକାମିରେ ଶିକାର ହୋଇଥିବା ରାଉରକେଲା ଓ ଭୁବନେଶ୍ୱର ଅଞ୍ଚଳର ଗ୍ରହକମାନେ ଆଜି କ୍ରାଇବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖାରେ ଅଭିଯୋଗ କରିଛନ୍ତି।
୨୦୦୯ରୁ ୨୦୧୨ ମଧ୍ୟରେ ଜାଗା ଦେବା ନାଁରେ ଅର୍ଥ ନେଇଥିଲା। ମାତ୍ର ଉକ୍ତ ସଂସ୍ଥା ଜାଗା ଦେଇନଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।