Advertisment

କାହିଁକି ଆତ୍ମହତ୍ୟା କଲେ ସାମ୍ବାଦିକା ?

ସ୍ୱାମୀ ଓ ଦେଢ଼ଶୁର ମିଶି ମଧୁମିତାଙ୍କୁ ହତ୍ୟା କରିଥିବା ତାଙ୍କ ବାପା ଓ ଭଉଣୀ ଅଭିଯୋଗ ଆଣିଛନ୍ତି।

ଅଦ୍ୟତନ ହୋଇଛି
Advertisment

ମହିଳା ସମ୍ବାଦିକାଙ୍କ ମୃତ୍ୟୁକୁ ନେଇ ସାଂଘାତିକ ଅଭିଯୋଗ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ସ୍ୱାମୀ ଓ ଦେଢ଼ଶୁର ମିଶି ମଧୁମିତାଙ୍କୁ ହତ୍ୟା କରିଥିବା ତାଙ୍କ ବାପା ଓ ଭଉଣୀ ଅଭିଯୋଗ ଆଣିଛନ୍ତି। ମଧୁମିତାଙ୍କ ବାପା କହିଛନ୍ତି, ମଧୁମିତାର ସ୍ୱାମୀ ଶ୍ରୀଧର ତାର ବଡ଼ ଭାଇକୁ ଭୁବନେଶ୍ୱର ଡାକିଥିଲା। ଦୁଇ ଭାଇ ମିଶି ମୋ ଝିଅକୁ ଠେଲି ମାରି ଦେଇଛନ୍ତି।

Advertisment
Odisha Bhubaneswar Suicide
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe