ନକ୍ସଲ ସଂଗଠନକୁ ଲାଗିଛି ଏକ ବଡ଼ ଝଟକା। ମାଲକାନଗିରି ଏସପିଙ୍କ ନିକଟରେ ଆଗଧାଡିରେ ଜଣେ ମହିଳା ନକ୍ସଲ ଆତ୍ମସମର୍ପଣ କରିଛିନ୍ତି। ଆତ୍ମସାମର୍ପଣ କରିଥିବା ନକ୍ସଲ ଜଣକ ହେଉଛନ୍ତି ରୋଶନୀ ଓରଫ ଉଙ୍ଗୀ ମାଡଭି।
ରୋଶନୀଙ୍କ ଘର ଛତିଶଗଡ଼ର ଦାନ୍ତେୱାଡା ଜିଲ୍ଲା ପୁତଦାଵ ବୋଲି ସୂଚନା ମିଳିଛି। ସେ ମାଓ ସଂଗଠନରେ ୨୦୧୬ ରେ ଯୋଗ ଦେଇଥିଲେ। ସଂଗଠନରେ ରହି ଛତିଶଗଡ଼ ଏବଂ ଓଡ଼ିଶାରେ ୨୧ରୁ ଅଧିକ ହିଂସା କାଣ୍ଡରେ ସାମିଲ ଥିଲେ। ଉଙ୍ଗି ନାରେ ଏକ ଲକ୍ଷ ପୁରସ୍କାର ରାଶି ରହିଛି।
Also Read
ସଂଗଠନର ମୁଖ୍ୟ ଆଦର୍ଶରୁ ନକ୍ସଲ ଓହରି ଲୋକଙ୍କୁ ଅତ୍ୟାଚାର କରି ବିକାଶରେ ବାଧା ସୃଷ୍ଟି କରୁଛନ୍ତି। ମହିଳାଙ୍କୁ ଠିକ ଭାବରେ ସମ୍ମାନ ନାହିଁ। ସରକାରଙ୍କ ଆତ୍ମସାମର୍ପଣ ନୀତି ଅନୁଯାଇ ତାଙ୍କୁ ଥଇଥାନ କରାଯିବ ବୋଲି ଏସପି କହିଛନ୍ତି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।