ଛାଡିବନି ଆର୍ମି, ପୋଲିସକୁ ପାଣି ପିଆଇବ ! | Odisha Reporter
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ । ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍ ଶେଖାୱତ ଚିଠି ଲେଖିଛନ୍ତି । ଦେଖନ୍ତୁ ପୁରା ରିପୋର୍ଟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
