Advertisment

ମାହାଙ୍ଗା ଡବଲ ମର୍ଡର ମାମଲା: ୯ ଜଣଙ୍କୁ ଆଜୀବନ ଜେଲ୍

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆସିଛି ଗୁରୁତ୍ୱପୂର୍ଣ୍ଣ ରାୟ । ସାଲେପୁର ଅତିରିକ୍ତ ଜିଲ୍ଲା ଜଜ ଏହି ମାମଲାର ଶୁଣାଣି କରି  ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।

Advertisment

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆସିଛି ଗୁରୁତ୍ୱପୂର୍ଣ୍ଣ ରାୟ । ସାଲେପୁର ଅତିରିକ୍ତ ଜିଲ୍ଲା ଜଜ ଏହି ମାମଲାର ଶୁଣାଣି କରି  ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସେପଟେ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି କୋର୍ଟ। 

Advertisment
Mahanga Double Murder Case
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe