ରାଜଧାନୀରେ ଚାଞ୍ଚଲ୍ୟ। ପୁଲିସ ସବ୍-ଇନ୍ସପେକ୍ଟର ରମାକାନ୍ତ ପ୍ରଧାନଙ୍କ ସରକାରୀ ବାସଭବନରେ କଳାକନା ବୁଲାଇଲେ ଲୁଟେରା। ରମାକାନ୍ତ ଟ୍ରେନିଂରେ ଥିବାବେଳେ ଏହି ସରକାରୀ ଘରେ ଏବେ ରହୁଛନ୍ତି ତାଙ୍କର ଦୁଇ ପୁଅ ଓ ବୋହୂ।
Also Read
ମିଳିଥିବା ସୂଚନା ଅନୁଯାୟୀ, ଆଜି ଦିନ ୧୧ଟାବେଳେ ରମାକାନ୍ତଙ୍କ ପୁଅ ଓ ବୋହୂ ଅଫିସ ଚାଲିଯାଇଥିଲେ। ସେମାନେ ସନ୍ଧ୍ୟାରେ ଘରକୁ ଫେରିବା ପରେ ଲୁଟ୍ ହୋଇଥିବା ଜାଣିବାକୁ ପାଇଥିଲେ।
ଘର କବାଟର ତାଲା ଭଙ୍ଗା ଯାଇଥିଲା। ଲୁହା ଆଲମିରାକୁ ଚୋରମାନେ ତାଡ଼ି ଦେଇଥିଲେ। ସେମାନେ ସୁନା ଅଳଙ୍କାର, ଟଙ୍କା, ଦାମୀ ଘଣ୍ଟା ସାଙ୍ଗକୁ ୪ଟି ହାର୍ଡ ଡିସ୍କ ନେଇ ଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପରେ ଖାରବେଳ ନଗର ଥାନା ପୁଲିସ ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।