ଗଞ୍ଜାମ ଜିଲ୍ଲା ହୁମା ନିକଟ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠରୁ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍ କରାଯାଇଥିବା ଅଭିଯୋଗ ହୋଇଛି। ଶନିବାର ରାତିରେ ମନ୍ଦିର ତାଲା ଭାଙ୍ଗି ହୁଣ୍ଡିରୁ ଭକ୍ତଙ୍କ ଦାନ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ।
Also Read
ଆଜି ସକାଳେ ମନ୍ଦିରର ମୁଖ୍ୟ ପୂଜକ ମନ୍ଦିର ତାଲା ଭଙ୍ଗା ଯାଇଥିବା ଦେଖି ସ୍ଥାନୀୟ ଲୋକଙ୍କୁ କହିଥିଲେ। ପରେ ମନ୍ଦିର ପାର୍ଶ୍ୱରେ ହୁଣ୍ଡି ଭଙ୍ଗା ଯାଇଥିବା ସେମାନେ ଦେଖିବାକୁ ପାଇଥିଲେ।
ମନ୍ଦିର କମିଟି ପକ୍ଷରୁ ହୁମା ଫାଣ୍ଡିରେ ଚୋରି ସମ୍ପର୍କରେ ଅଭିଯୋଗ କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିଥିବା ବେଳେ ତଦନ୍ତ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
ଲଘୁ ଖଣିଜ ଚୋରି ପାଇଁ ବାଟ ଛାଡ଼ିଥିଲେ ଅଫିସର: ସିଏଜି
ତହସିଲଦାରମାନଙ୍କ ଅବହେଳାରୁ ଧର୍ମଶାଳା ଡଙ୍କାରୀ କଳାପଥର ଖଣିରୁ ଅନୁମତି ବାହାରେ 58.66 କୋଟି ଟଙ୍କାର ପଥର ଖୋଳି ନିଆଗଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କାରଣରୁ ଏପର୍ଯ୍ୟନ୍ତ ଏହି ବକେୟା ଦେୟ ଆଦାୟ ହୋଇପାରିଲା ନାହିଁ।

Crime
ଝିଅର ସ୍କୁଲ ଶିକ୍ଷୟିତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖି କେମିତି ଫସିଲେ ବାପା?
ଧୂର୍ତ୍ତ ଶିକ୍ଷୟିତ୍ରୀ ଜଣଙ୍କ ନିଜ ଛାତ୍ରୀଙ୍କ ବାପାଙ୍କୁ ପ୍ରେମ ଜାଲରେ ଫସାଇ ଟଙ୍କା ଲୁଟ କରିଛନ୍ତି।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।

Crime
କେଉଁ ଗୋଟିଏ ଭୁଲ ମୁସ୍କାନ ଓ ସାହିଲକୁ ମହଙ୍ଗା ପଡ଼ିଲା?
ସୌରଭଙ୍କୁ ହତ୍ୟା କରିବା ପରେ ଉଭୟ ଏହାକୁ ୧୫ ଖଣ୍ଡ କରି କାଟି ଦେଇଥିଲେ। ଏହାକୁ ଗୋଟିଏ ପ୍ଲାଷ୍ଟିକ ଡ୍ରମରେ ଭର୍ତ୍ତି କରି ସିମେଣ୍ଟରେ ସିଲ କରି ଦେଇଥିଲେ।

Crime
ମୃତଦେହକୁ ଚିହ୍ନଟ କରିଥିଲେ ବାପା, ଜେଲରେ ୪ ଅଭିଯୁକ୍ତ: କିନ୍ତୁ ଏବେ ସମସ୍ତେ ଚକିତ!
୨୦୨୩ ସେପ୍ଟେମ୍ବର ମାସରରେ ଲଳିତା ଗାନ୍ଧି ସାଗର ଅଞ୍ଚଳରୁ ନିଖୋଜ ହୋଇଯାଇଥିଲେ। କିଛି ଦିନ ପରେ ଗୋଟିଏ ଟ୍ରକ ଦୁର୍ଘଟଣାର ଭିଡିଓ ସାମ୍ନାକୁ ଆସିଥିଲା।