୩ ରାଉଣ୍ଡ ଫାୟାରିଂ କରି ନେଇଗଲେ ୧୨ ଲକ୍ଷ ଟଙ୍କା

କୁପାରୀ ବଜାରରେ ଥିବା କୃପେଶ୍ୱର ପେଟ୍ରୋଲ୍‌ ପମ୍ପର ଦୁଇ କର୍ମଚାରୀ ଅଜୟ ମହାପାତ୍ର ଓ ବିଷ୍ଣୁପଦ ମହାପାତ୍ର ୧୨ ଲକ୍ଷ ଟଙ୍କା ଧରି ବାଇକ୍‌ରେ ବର୍ତ୍ତନାରେ ଥିବା ଇଣ୍ଡିଆନ୍‌ ବ୍ୟାଙ୍କ ଶାଖାକୁ ଯାଉଥିଲେ।

Bank PhotoOR

ଏହି ବ୍ୟାଙ୍କ ପାଖରୁ ହୋଇଛି ଲୁଟ୍‌

Manoranjan Sial
  • Published: Tuesday, 09 July 2024
  • Updated: 09 July 2024, 03:51 PM IST

Sports

Latest News

ପାଟ୍ରୋଲ୍‌ ପମ୍ପ ଟଙ୍କା ବ୍ୟାଙ୍କରେ ଜମା କରିବା ପାଇଁ ଯାଉଥିଲେ ଦୁଇ ଜଣ କର୍ମଚାରୀ। ହେଲେ ବ୍ୟାଙ୍କ ପାଖରେ ୩ ରାଉଣ୍ଡ ଫାୟରିଂ କରି ନେଇଗଲେ ୧୨ ଲକ୍ଷ ଟଙ୍କା। ଆଜି ଅପରାହ୍ନରେ ଏପରି ଘଟଣା ବାଲେଶ୍ୱର ଜିଲ୍ଲା ଖଇରା ଥାନା ବର୍ତ୍ତନା ବଜାରରେ ଘଟିଛି।

କୁପାରୀ ବଜାରରେ ଥିବା କୃପେଶ୍ୱର ପେଟ୍ରୋଲ୍‌ ପମ୍ପର ଦୁଇ କର୍ମଚାରୀ ଅଜୟ ମହାପାତ୍ର ଓ ବିଷ୍ଣୁପଦ ମହାପାତ୍ର ୧୨ ଲକ୍ଷ ଟଙ୍କା ଧରି ବାଇକ୍‌ରେ ବର୍ତ୍ତନାରେ ଥିବା ଇଣ୍ଡିଆନ୍‌ ବ୍ୟାଙ୍କ ଶାଖାକୁ ଯାଉଥିଲେ। ସେମାନେ ବ୍ୟାଙ୍କ ମୁଖ୍ୟ ଫାଟକ ପାଖରେ ପହଞ୍ଚିବା ବେଳେ ୩ଟି ବାଇକ୍‌ରେ ୬ ଜଣ ଯୁବକ ଆସି ବନ୍ଧୁକ ଦେଖାଇ ଲକ୍ଷ ଟଙ୍କା ଲୁଟ୍‌ କରିବାକୁ ଉଦ୍ୟମ କରିଥିଲେ। ହେଲେ ବିଫଳ ହୋଇଥିଲେ। ପରେ ଦୁର୍ବୃତ୍ତମାନେ ୩ ରାଉଣ୍ଡ ଫାୟାରିଂ କରିଥିଲେ। ଗୋଟିଏ ଗୁଳି ଜଣେ ବ୍ୟକ୍ତିଙ୍କ ଗୋଡରେ ବାଜିଥିଲା। ଯାହାଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି।

Also Read

ଦୁର୍ବୃତ୍ତମାନେ ଫାୟାରିଂ କରି ୧୨ ଲକ୍ଷ ଟଙ୍କା ନେଇ ଚମ୍ପଟ ମାରିଛନ୍ତି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ତନାଘନା ଆରମ୍ଭ କରିଛି। ୬ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପୁଲିସ୍‌ ଉଦ୍ୟମ ଆରମ୍ଭ କରିଛି। ହେଲେ ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତଙ୍କ ପାଖରେ ପୁଲିସ୍‌ ପହଞ୍ଚି ପାରି ନାହିଁ।

ରିପୋର୍ଟ- ସୋରରୁ ନିରଞ୍ଜନ ବେହେରା

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story