ପରିବାର ଲୋକଙ୍କୁ ଖଣ୍ଡାରେ ଆକ୍ରମଣ କରି ଘରୁ ନେଇଗଲେ ଟଙ୍କା ଓ ସୁନା ଗହଣା। ଏଭଳି ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ ହସିଣା ଗ୍ରାମରେ। ଏନେଇ କୁଜଙ୍ଗ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ।
ଗତ ରାତିରେ ହସିଣା ଗ୍ରାମର ଦେବି ପ୍ରସାଦ ମିଶ୍ର ଓ ତାଙ୍କ ବୋହୂ ଘରେ ଥିଲେ। ଏହି ସମୟରେ ୨ଜଣ ଦୁର୍ବୃତ୍ତ ଘର ଭିତରକୁ ପଶି ଆସି ଦେବି ପ୍ରସାଦଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ ଓ ଘରେ ଥିବା ଟଙ୍କା ସୁନା ଦେବାକୁ ଧମକ ଦେଇଥିଲେ।
Also Read
ପରେ ଦେବି ପ୍ରସାଦଙ୍କୁ ଦୁର୍ବୃତ୍ତମାନେ ଘର ଭିତରେ ପୂରାଇ ଦେଇ ତାଙ୍କ ବୋହୂ ପିନ୍ଧିଥିବା ସମସ୍ତ ସୁନାଗହଣା ଓ ଘରେ ଥିବା ଟଙ୍କା ଓ ସୁନାଗହଣା ଲୁଟିନେଇ ଥିଲେ। ପରେ ଦୁର୍ବୃତ୍ତମାନେ ଘରେ ଲାଗିଥିବା ସିସିଟିଭିର ହାର୍ଡଡିସ୍କକୁ ନେଇ ଫେରାର ହୋଇ ଯାଇଥିଲେ। ଏନେଇ ଦେବି କୁଜଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।

Crime
କେଉଁ ଗୋଟିଏ ଭୁଲ ମୁସ୍କାନ ଓ ସାହିଲକୁ ମହଙ୍ଗା ପଡ଼ିଲା?
ସୌରଭଙ୍କୁ ହତ୍ୟା କରିବା ପରେ ଉଭୟ ଏହାକୁ ୧୫ ଖଣ୍ଡ କରି କାଟି ଦେଇଥିଲେ। ଏହାକୁ ଗୋଟିଏ ପ୍ଲାଷ୍ଟିକ ଡ୍ରମରେ ଭର୍ତ୍ତି କରି ସିମେଣ୍ଟରେ ସିଲ କରି ଦେଇଥିଲେ।

Crime
ମୃତଦେହକୁ ଚିହ୍ନଟ କରିଥିଲେ ବାପା, ଜେଲରେ ୪ ଅଭିଯୁକ୍ତ: କିନ୍ତୁ ଏବେ ସମସ୍ତେ ଚକିତ!
୨୦୨୩ ସେପ୍ଟେମ୍ବର ମାସରରେ ଲଳିତା ଗାନ୍ଧି ସାଗର ଅଞ୍ଚଳରୁ ନିଖୋଜ ହୋଇଯାଇଥିଲେ। କିଛି ଦିନ ପରେ ଗୋଟିଏ ଟ୍ରକ ଦୁର୍ଘଟଣାର ଭିଡିଓ ସାମ୍ନାକୁ ଆସିଥିଲା।

Crime
ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ଖଣ୍ଡଖଣ୍ଡ କରିବା ଘଟଣା: କଳା ଯାଦୁ, ଟଙ୍କା ଟ୍ରାନ୍ସଫର ଓ ପରକୀୟା ପ୍ରୀତି!
ଲଣ୍ଡନରେ କାମ କରୁଥିବା ସୌରଭ ଫେବୃଆରୀ ୨୪ରେ ନିଜର ୬ ବର୍ଷର ଝିଅର ଜନ୍ମ ଦିନ ପାଇଁ ଭାରତ ଆସିଥିଲେ। କିନ୍ତୁ ମାର୍ଚ୍ଚ ୪ରେ ତାଙ୍କୁ ହତ୍ୟା କରାଯାଇଥିଲା।

Crime
ପରକୀୟା ପ୍ରୀତି କଥା ଜାଣି ଦେଲେ ସ୍ୱାମୀ: ପ୍ରେମିକ ସହ ମିଶି ଜୀବନ ନେଇଗଲା ସ୍ତ୍ରୀ
ହତ୍ୟା ପରେ ପ୍ରେମିକ ସହ ମିଶି ମହିଳା ଜଣଙ୍କ ବାଇକରେ କେମିତି ସ୍ୱାମୀଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି ନେଉଥିଲେ ତା’ର ସିସିଟିଭି ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି।