ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅନ୍ତର୍ଗତ ମଙ୍ଗଳପୁରରେ ମହିଳାଙ୍କୁ ଗଣ ଦୁଷ୍କର୍ମ ମାମଲାରେ ୬ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍ଦଣ୍ଡାଦେଶ ଶୁଣାଇଛନ୍ତି ଅତିରିକ୍ତ ଦୌରାଜଜ୍। ଜେଲ୍ ଦଣ୍ଡ ସହ ସମସ୍ତ ଅଭିଯୁକ୍ତଙ୍କୁ ୫,୦୦୦ ଟଙ୍କା ଲେଖାଏଁ ଜରିମାନା ଆଦେଶ ହୋଇଛି। କୋର୍ଟ ମୋଟ ୧୫ ଜଣ ସାକ୍ଷୀଙ୍କ ବୟାନ୍ ଓ ପ୍ରମାଣକୁ ଆଧାର କରି ଏହି ରାୟ ଶୁଣାଇଛନ୍ତି।
୨୦୧୪ ଫେବୃଆରୀ ୧୭ ତାରିଖରେ ମହିଳା ଜଣକ ହାଟରୁ ସଉଦା କରି ଘରକୁ ଫେରୁଥିବା ବେଳେ ଏମାନେ ମହିଳାଙ୍କ ସହ ଗଣ ଦୁଷ୍କର୍ମ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।