ମହଙ୍ଗା ପଡ଼ିଲା ୭୦ ହଜାର ଟଙ୍କାର ଡିଲ୍ | BJD Suspends Mahanga Block President Over Viral Audio Clip
ମହଙ୍ଗା ପଡ଼ିଲା ୭୦ ହଜାର ଟଙ୍କାର ଡିଲ୍
ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣା ନେଇ ଶରତଙ୍କର ଏକ ଅଡିଓ ଭାଇରାଲ ହୋଇଛି। ଏହି ମାମଲାର ସନ୍ଦିଗ୍ଧ ଖେଳ ଶିକ୍ଷକଙ୍କ ମା’ଙ୍କ ସହ ତାଙ୍କର କଥାବାର୍ତ୍ତା ଭାଇରାଲ ହୋଇଛି। ଅଡିଓରେ ମାମଲା ରଫାଦଫା ପାଇଁ ସେ ୭୦ ହଜାର ମାଗୁଥିବା ଶୁଣିବାକୁ ମିଳିଛି
ଆମର ନ୍ୟୁଜଲେଟରକୁ ସବସ୍କ୍ରାଇବ କରନ୍ତୁ!
Be the first to get exclusive offers and the latest news
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
