Advertisment

ମହଙ୍ଗା ପଡ଼ିଲା ୭୦ ହଜାର ଟଙ୍କାର ଡିଲ୍

ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣା ନେଇ ଶରତଙ୍କର ଏକ ଅଡିଓ ଭାଇରାଲ ହୋଇଛି। ଏହି ମାମଲାର ସନ୍ଦିଗ୍ଧ ଖେଳ ଶିକ୍ଷକଙ୍କ ମା’ଙ୍କ ସହ ତାଙ୍କର କଥାବାର୍ତ୍ତା ଭାଇରାଲ ହୋଇଛି। ଅଡିଓରେ ମାମଲା ରଫାଦଫା ପାଇଁ ସେ ୭୦ ହଜାର ମାଗୁଥିବା ଶୁଣିବାକୁ ମିଳିଛି

Advertisment

ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣାରେ ଶରତ ନାୟକଙ୍କୁ ବିଜୁ ଜନତା ଦଳ (ବିଜେଡି)ର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଯାଇଛି । ଶରତ ପୂର୍ବରୁ ମାହାଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷ ଥିଲେ । ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣା ନେଇ ଶରତଙ୍କର ଏକ ଅଡିଓ ଭାଇରାଲ ହୋଇଛି। ଏହି ମାମଲାର ସନ୍ଦିଗ୍ଧ ଖେଳ ଶିକ୍ଷକଙ୍କ ମା’ଙ୍କ ସହ ତାଙ୍କର କଥାବାର୍ତ୍ତା ଭାଇରାଲ ହୋଇଛି। ଅଡିଓରେ ମାମଲା ରଫାଦଫା ପାଇଁ ସେ ୭୦ ହଜାର ମାଗୁଥିବା ଶୁଣିବାକୁ ମିଳିଛି ।

Advertisment
Odisha Cuttack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe