ମାଲକାନଗିରି: ମାନକୋଣ୍ଡା ଗାଁରେ ଦମ୍ପତ୍ତିଙ୍କୁ ହତ୍ୟା ଅଭିଯୋଗ

ମାଲକାନଗିରି: ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ମାନକୋଣ୍ଡା ଗାଁରେ ଏକ ଦମ୍ପତ୍ତିଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକମାନେ ହେଲେ ଲକ୍ଷ୍ମୀଧର କ୍ରିଷାନି ଓ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ କ୍ରୀଷାନି। ଗତକାଲି ରାତିରେ ଘଟିଛି ଏଭଳି ବୀଭତ୍ସ ହତ୍ୟାକାଣ୍ଡ। ହତ୍ୟାର କାରଣ ଜଣା ପଡି ନ ଥିବା ବେଳେ ପୋଲିସ ତଦନ୍ତ ଚଳାଇଛି। ସନ୍ଦେହରେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ।

malkangiri-couple-deadbody-2

Rakesh Mallick
  • Published: Thursday, 17 December 2015
  • , Updated: 17 December 2015, 10:43 AM IST

Related story