ମାଲକାନଗିରି: ପଡ଼ିଆ ଥାନା ଧକଡ଼ପାଲି ଗାଁରେ ହୋଇଥିବା ଅନର କିଲିଂ ଘଟଣାରେ ପୋଲିସ ଗାଁ ମୁଖିଆଙ୍କ ସମେତ ୬ ଜଣଙ୍କୁ ବୁଧବାର ପୋଲିସ ଗିରଫ କରିଛି। ଗତବର୍ଷ ନଭେମ୍ବରରେ ଖାପ ପଞ୍ଚାୟତରେ ଗାଁ ମୁଖିଆଙ୍କ ନିର୍ଦ୍ଦେଶରେ ପ୍ରେମୀ ଯୁଗଳଙ୍କୁ ପିଟି ପିଟି ହତ୍ୟା କରାଯିବା ପରେ ଶବ ନଦୀରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଥିଲା।
ଘଟଣାର ଏକ ସପ୍ତାହ ପରେ ଛତିଶଗଡ଼ରୁ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନେ ଏବେ ବି ଫେରାର ଅଛନ୍ତି। ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।