ପୁରୀ ସିଂହଦ୍ୱାର ଥାନା ଅନ୍ତର୍ଗତ ଉତ୍ତରଦ୍ୱାର ସମ୍ମୁଖରେ ଲେମ୍ବୁ ଦୋକାନୀଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆହତ ବ୍ୟକ୍ତି ଜଣଙ୍କ ହେଲେ କୃଷ୍ଣ ସାହୁ। ତାଙ୍କୁ ଗୁରୁତର ଅବସ୍ଥାରେ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୃଷ୍ଣଙ୍କ ହାତ ଓ ମୁଣ୍ଡରେ ଆଘାତ ଲାଗିଛି।
ଗତକାଲି ରାତି ପ୍ରାୟ ୧୧ଟା୩୦ ସମୟରେ ଜଣେ ଗ୍ରାହକ ଦୋକାନକୁ ଆସି ଲେମ୍ବୁ କିଣିଥିଲେ। ସମସ୍ତ ଲେମ୍ବୁକୁ ଜରିରେ ଭର୍ତ୍ତି କରିବାକୁ ଦୋକାନୀକୁ କହିଥିଲେ। ପରେ ଗ୍ରାହକ ଜଣଙ୍କ ଦୋକାନୀକୁ କଟୁରିରେ ଆକ୍ରମଣ କରିଥିଲେ। ଦୋକାନୀ ଜଣଙ୍କ ଚିତ୍କାର କରିବାରୁ ଗ୍ରାହକ ଜଣଙ୍କ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।
Also Read
ସ୍ଥାନୀୟ ଲୋକେ ଲେମ୍ବୁ ଦୋକାନୀକୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ପୁରୀ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପୁଲିସ ଘଟଣାର ତଦନ୍ତ କରୁଛି ଓ ଅଭିଯୁକ୍ତକୁ ଧରିବାକୁ ଖୋଳତାଡ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖଳାରୁ ଧାନ ଚୋରି କରୁଥିଲେ; ମାଡ଼ି ବସିଲେ ଗ୍ରାମବାସୀ
କିଛି ଦିନ ହେବ ସ୍ଥାନୀୟ ଅଞ୍ଚଳରେ ଚୋରମାନେ ଉତ୍ପାତ ଚଳାଇଥିବା ବେଳେ ମିନିଟ୍ରକରେ ବୋହି ଧାନ ନେଇଯାଉଥିବା ଅଭିଯୋଗ ଆସିଥିଲା।
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।