10 ଟଙ୍କା ପାଇଁ ଦୋକାନୀଙ୍କୁ ହତ୍ୟା

ମୃତକଙ୍କ ନାଁ ବିଜୟ ପଣ୍ଡା। ସେ ଭଦ୍ରକ ଟାଉନ୍ ଥାନା ପଥରଆଡ଼ି ଛକରେ ତେଜରାତି ଦୋକାନ କରିଥିଲେ।

Manoj Swain
  • Published: Thursday, 21 March 2024
  • Updated: 21 March 2024, 02:40 PM IST

Sports

Latest News

ମାତ୍ର 10 ଟଙ୍କା ମାଗିବାରୁ ଦୋକାନୀଙ୍କୁ ହତ୍ୟା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ। ମୃତକଙ୍କ ନାଁ ବିଜୟ ପଣ୍ଡା। ସେ ଭଦ୍ରକ ଟାଉନ୍ ଥାନା ପଥରଆଡ଼ି ଛକରେ ତେଜରାତି ଦୋକାନ କରିଥିଲେ। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos