10 ଟଙ୍କା ବାକି ପାଇଁ ଚାଲିଗଲା ଜୀବନ | Odisha Reporter
Advertisment
ମାତ୍ର 10 ଟଙ୍କା ମାଗିବାରୁ ଦୋକାନୀଙ୍କୁ ହତ୍ୟା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ। ମୃତକଙ୍କ ନାଁ ବିଜୟ ପଣ୍ଡା। ସେ ଭଦ୍ରକ ଟାଉନ୍ ଥାନା ପଥରଆଡ଼ି ଛକରେ ତେଜରାତି ଦୋକାନ କରିଥିଲେ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us