Advertisment

୩୪ ବର୍ଷ ବୟସରେ ୫ଟି ସ୍ତ୍ରୀ, ଲାଇନରେ ଥିଲେ ଆହୁରି ୪୯ ମହିଳା

ପୁଲିସ କମିଶନର ଶ୍ରୀ ପଣ୍ଡା କହିଛନ୍ତି ଯେ ଅଭିଯୁକ୍ତ ବିଶେଷ କରି ଛାଡ଼ପତ୍ର ପାଇଥିବା ମହିଳାମାନଙ୍କୁ ଟାର୍ଗେଟ କରୁଥିଲେ।

author-image
Manoj Swain

ମିଛ କହି ଛାଡ଼ପତ୍ର ପାଇଥିବା ମହିଳାଙ୍କୁ ବିବାହ କରି ସେମାନଙ୍କଠାରୁ ଟଙ୍କା ନେଇ ତଥା ସେମାନଙ୍କ ନାଁରେ ଲୋନ୍ ଉଠାଇ ବ୍ୟବସାୟ ସହିତ ମଉଜ କରୁଥିବା ଜଣେ ଠକଙ୍କୁ ଗିରଫ କରିଛି କମିଶନରେଟ୍ ପୁଲିସ୍। ତାଙ୍କ ନାଁ ସତ୍ୟଜିତ ମାନଗୋବିନ୍ଦ ସାମଲ (୩୪)। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha