ମିଛ କହି ଛାଡ଼ପତ୍ର ପାଇଥିବା ମହିଳାଙ୍କୁ ବିବାହ କରି ସେମାନଙ୍କଠାରୁ ଟଙ୍କା ନେଇ ତଥା ସେମାନଙ୍କ ନାଁରେ ଲୋନ୍ ଉଠାଇ ବ୍ୟବସାୟ ସହିତ ମଉଜ କରୁଥିବା ଜଣେ ଠକଙ୍କୁ ଗିରଫ କରିଛି କମିଶନରେଟ୍ ପୁଲିସ୍। ତାଙ୍କ ନାଁ ସତ୍ୟଜିତ ମାନଗୋବିନ୍ଦ ସାମଲ (୩୪)। ଦେଖନ୍ତୁ ପୂରା ରିପୋର୍ଟ।