ଉଦଳା: ମୟୂରଭଞ୍ଚ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ଭୀମତାଳି ଛକ ନିକଟରେ ଥିବା ଶିରିଡ଼ି ସାଇ ମନ୍ଦିରରୁ ଗତକାଲି ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। କେହି ଦୁର୍ବୃତ୍ତ ମନ୍ଦିରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ନେଇଛି। ବାବାଙ୍କ ମୁଣ୍ଡ ଉପରେ ଥିବା ରୂପା ଛତା, ମୁକୁଟ ସହିତ ହୁଣ୍ଡି ବାକ୍ସ ଭାଙ୍ଗି ଟଙ୍କା ଓ ରୂପା ଚିତା ଲୁଟି ନେଇଛି।
ଆଜି ସକାଳେ ଏହା ଜଣାପଡ଼ିବା ପରେ ପୋଲିସ୍ ମନ୍ଦିରରେ ପହଞ୍ଚି ତଦନ୍ତ କରିଛି। ମନ୍ଦିରରେ ଲାଗିଥିବା ସିସିଟିଭି ଫୁଟେଜ୍କୁ ପୋଲିସ୍ ଯାଞ୍ଚ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।