Advertisment

ରାଜଧାନୀରେ ଉତ୍ପାତ କରୁଥିଲେ ପାହାଡ଼ି ଗ୍ୟାଙ୍ଗ, ବାନ୍ଧିଲା ପୁଲିସ

ଏହି ଗ୍ୟାଙ୍ଗ ବିଷେଶକରି ମୋ ବସ ଏବଂ ଭୁବନେଶ୍ୱରର ଜନଗହଳିପୂର୍ଣ୍ଣ ସ୍ଥାନରେ ଦୀର୍ଘ ଦିନ ଧରି ଟଙ୍କା ଓ ମୋବାଇଲ ଲୁଟ କରୁଥିଲେ।

Advertisment

କମିଶନରେଟ ପୁଲିସ ହାତରେ ଧରାପଡ଼ିଛି ପାହାଡ଼ି ଗ୍ୟାଙ୍ଗ। ଏହି ଗ୍ୟାଙ୍ଗର ୮ ଜଣ ସଦସ୍ୟଙ୍କୁ ବାନ୍ଧିଛି କମିଶନରେଟ ପୁଲିସ। ଏମାନେ ସମସ୍ତେ ଝାଡ଼ଖଣ୍ଡ ଅଞ୍ଚଳର। ସୂଚନା ଅନୁସାରେ ପାହଡ଼ି ଗ୍ୟାଙ୍ଗର ଡ଼କାୟତ ମାନେ ରାଜଧାନୀର ବିଭିନ୍ନ ଅଞ୍ଚଳରେ ରହୁଥିଲେ। ସମୟ ସୁବିଧା ଦେଖି ଭିନ୍ନଭିନ୍ନ କୌଶଳରେ ଲୁଟ୍ କରୁଥିଲେ। ଏହି ଗ୍ୟାଙ୍ଗ ବିଷେଶକରି ମୋ ବସ ଏବଂ ଭୁବନେଶ୍ୱରର ଜନଗହଳିପୂର୍ଣ୍ଣ ସ୍ଥାନରେ ଦୀର୍ଘ ଦିନ ଧରି ଟଙ୍କା ଓ ମୋବାଇଲ ଲୁଟ କରୁଥିଲେ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Loot Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe