Advertisment

ଯୁବକଙ୍କ ହାତକୁ ଦା’ରେ ହାଣିଦେଲେ

ଗତକାଲି ରାତିରେ ଦୁର୍ବୃତ୍ତମାନେ ସୋମନାଥଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ।

ଅଦ୍ୟତନ ହୋଇଛି
Attack

Attack

Advertisment

ଯୁବକଙ୍କ ହାତକୁ ଦୁର୍ବୃତ୍ତମାନେ ଦା’ରେ ହାଣି ଦେଇଥିବା ଅଭିଯୋଗ ହୋଇଛି। କଟକ ଜିଲ୍ଲା ପୋତାପୋଖରୀ ଅଞ୍ଚଳରେ ଏହି ଘଟଣା ଘଟିଛି। ଆହତ ଯୁବକ ଜଣଙ୍କ ହେଲେ ସୋମନାଥ ପୃଷ୍ଟି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ରାତିରେ ଦୁର୍ବୃତ୍ତମାନେ ସୋମନାଥଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ତେବେ ଯୁବକଙ୍କୁ ଦୁର୍ବୃତ୍ତମାନେ କାହିଁକି ମରାଣନ୍ତକ ଆକ୍ରମଣ କଲେ ତାହା ଜଣାପଡ଼ିନାହିଁ। ଆକ୍ରମଣ ପଛରେ ପୂର୍ବ ଶତ୍ରୁତା ଅଛି ନା ଅନ୍ୟ କିଛି କାରଣ ରହିଛି ତାହା ଜଣାପଡ଼ି ନାହିଁ। ଚାଉଳିଆଗଞ୍ଜ ପୁଲିସ ଘଟଣାର ତଦନ୍ତ କରୁଛି।

Cuttack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe