ଅଦ୍ୟତନ ହୋଇଛି
Deadbody
Advertisment
କଟକ ଜିଲ୍ଲାର ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ସ୍ଥିତ ମହାନଦୀରୁ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ନାବାଳକଙ୍କ ପରିଚୟ ମିଳିନାହିଁ।
Advertisment
ଆଜି ମହାନଦୀରେ ମତ୍ସ୍ୟଜୀବୀ ମାନେ ମାଛ ମାରୁଥିବା ବେଳେ ଜଣେ ନାବାଳକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏନେଇ ମତ୍ସ୍ୟଜୀବୀମାନେ ପୁଲିସକୁ ଜଣାଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନାବାଳକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପଠାଇଛି। ତେବେ ଏହି ନାବାଳକଙ୍କୁ କେହି ମାରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।
କିଏ ନାବାଳକକୁ ମାରି ଫିଙ୍ଗି ଦେଇଛି ନା ଆଉ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Deadbody_1698306592.jpg)