ମୋହନା: ଗଜପତି ଜିଲ୍ଲା ଅଡ଼ବା ଥାନା ପଶରଗଣ୍ଡା ଜଙ୍ଗଲରୁ ପ୍ରେସରବୋମା ଉଦ୍ଧାର କରାଯାଇଛି। ଏହାକୁ ନଷ୍କ୍ରିୟ କରିବାଲାଗି ପାରଳାଖେମୁଣ୍ଡିରୁ ବମ୍ ସ୍କ୍ୱାର୍ଡକୁ ପଠାଯାଇଥିଲା। ଏହା ସହ ଘଟଣାସ୍ଥଳରୁ ୫୦ କିଲୋ ଓଜନର ଜିଲୋଟିନ୍,ଟିଫିନ୍ ବୋମା ସହ ୪୦ ମିଟର ତାର ଓ ଗନ୍ ପାଉଡର ମଧ୍ୟ ଜବତ କରାଯାଇଛି।
ମାଓବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ପ୍ରେସର ବୋମା ଖଞ୍ଜିଥିବା କୁହାଯାଉଛି। ଏହି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ କମ୍ବିଂ ଅପରେସନ୍ ଜାରି ରହିଥିବାରୁ ମାଓବାଦୀ ଅଘଟଣ ଘଟାଇଥିବା ଯୋଜନାରେ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।