ଜଗତସିଂହପୁର: ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ଗିରଫ ବାପି ସର୍ଖେଲଙ୍କ ଜାମିନ ଆବେଦନ ଶୁଣାଣି ଆଜି ଜଗତସିଂହପୁର ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଶେଷ ହୋଇଛି। ବାପିଙ୍କ ଓକିଲ ଏବଂ ପ୍ରତିପକ୍ଷ ସରକାରୀ ଓକିଲ ନିଜ ନିଜ ଯୁକ୍ତି ଉପସ୍ଥାପନ କରିଥିଲେ। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ କୋର୍ଟ ବାପିଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି।
ବାପିଙ୍କ ବିରୋଧରେ ଅଧିକ କେସ୍ ଡାଏରୀ ଦାଖଲ ଲାଗି ପାରାଦୀପ ପୋଲିସ୍ ଆଉ କିଛି ଦିନ ଅଧିକ ସମୟ ମାଗିଥିଲା।
ନଭେମ୍ବର ୧୮ ତାରିଖରେ ଜଗତସିଂହପୁର ପୋଲିସ୍ ନିକଟରେ ଆତ୍ମସମର୍ପଣ କରିବା ପରେ ବାପି ସର୍ଖେଲ ଗିରଫ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।