Advertisment

ପୁଲିସ ଦୁର୍ବ୍ୟବହାର ସହ ଥାର୍ଡ ଡିଗ୍ରୀ ଦେବା ପଛର କାରଣ କ’ଣ ?

ଭୁବନେଶ୍ୱର ଅଧୀନ ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ପୁଲିସ ଡିଜି।

author-image
Manoj Swain
ଅଦ୍ୟତନ ହୋଇଛି

ଭୁବନେଶ୍ୱର ଅଧୀନ ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ପୁଲିସ ଡିଜି। ଭରତପୁର ଥାନାର ତତ୍କାଳୀନ IIC ଦୀନକୃଷ୍ଣ ମିଶ୍ରଙ୍କୁ ମଧ୍ୟ ସସପେଣ୍ଡ କରାଯାଇଛି। ଗତ ଶନିବାର ବିଳମ୍ବିତ ରାତିରେ ଭରତପୁର ଥାନାକୁ ଅଭିଯୋଗ ପାଇଁ ଯାଇଥିବା ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସ ଥାନାରେ ନିର୍ଯାତନା ହେଇଥିଲା। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Odisha Police Bhubaneswar