ଆମେରିକାର କାଲିଫର୍ଣ୍ଣିଆ ସହର। କଲ୍ ଆସିବ ମାନେ ପୁଲିସ ଅନୁମାନ କରିନିଏ ଯେ, କାହାର ମର୍ଡର ହୋଇଛି। ୧୯୬୮ରୁ ୧୯୭୪ ମସିହା ମଧ୍ୟରେ ଜଣେ ବ୍ୟକ୍ତି କରିଥିଲେ ୩୭ଟି ମର୍ଡର। କିନ୍ତୁ ଆଜି ପର୍ଯ୍ୟନ୍ତ ଗୋଟିଏ ବି ମାମଲାରେ ପୁଲିସ୍ ନିଷ୍କର୍ସରେ ପହଞ୍ଚି ପାରିନି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।