ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ପୂରିଲା ବର୍ଷେ। ତଥାପି ଏଯାଏଁ ରହସ୍ୟ ଘେରରେ ହତ୍ୟାର କାରଣ। ଏ ପର୍ଯ୍ୟନ୍ତ ପୁରା ରାଜ୍ୟବାସୀଙ୍କ ମନରେ କେବଳ ଗୋଟିଏ ପ୍ରଶ୍ନ, ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ତଥା ରାଜ୍ୟ ସରକାରଙ୍କ ଜଣେ ପ୍ରଭାଶାଳୀ ମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଗୋପାଳ ଦାସକୁ କିଏ ଦେଇଥିଲା ସୁପାରିଶ୍ ? ଏ ପ୍ରଶ୍ନର ଉତ୍ତର ନା କ୍ରାଇମବ୍ରାଞ୍ଚ ହାତରେ ଲାଗିଲା ନା ଓଡ଼ିଶାବାସୀ ଜାଣିପାରିଲେ । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।