ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍ ବେନୋରା ପଞ୍ଚାୟତ ନୂଆଗୁଡ଼ା ଗୁନିଆସାହିରେ ଗୋଟିଏ ପରିବାରର ଦୁଇ ଭାଇଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଦୁଇ ଜଣ ହେଲେ ରାଜମନ ଗୌଡ଼ଙ୍କ ଦୁଇ ପୁଅ ମନିରାମ ଓ ଚୈତନ୍ୟ। ଆଜି ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ।
ଗତକାଲି ଜ୍ୱରରେ ପୀଡ଼ିତ ରାଜମନଙ୍କ ୩ ପୁଅ ଓ ପତ୍ନୀ ମାଣ୍ଡିଆ ଜାଉ ଖାଇଥିଲେ। ଏହାପରେ ୨ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ପତ୍ନୀ ଓ ଅନ୍ୟ ଜଣେ ପୁଅଙ୍କ ଅବସ୍ଥା ଗୁରୁତର ରହିଛି। ରାଜମନଙ୍କ ସାନ ପୁଅଙ୍କୁ ନବରଙ୍ଗପୁର ଓ ପତ୍ନୀ ସନ୍ମତିଙ୍କୁ ଉମରକୋଟ ଡାକ୍ତରଖାନା ଭର୍ତ୍ତି କରାଯାଇଛି।
ପୋଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।