ନକ୍ସଲଙ୍କ ବର୍ବରକାଣ୍ଡ। ଜଳ ସମ୍ପଦ ବିଭାଗର ଜଣେ କର୍ମଚାରୀଙ୍କୁ ଗଳାକାଟି ହତ୍ୟା କଲେ ନକ୍ସଲ। ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ। ମୃତକ ହେଲେ ଇକବାଲ ମିଆଁ।
ଗତକାଲି ରାତିରେ କିଛି ସଶସ୍ତ୍ର ନକ୍ସଲ ଇକବାଲଙ୍କ ଆସି ଘରୁ ଡାକି ନେଇଥିଲେ। ପରେ ହତ୍ୟା କରି ଗାଁ ମୁଣ୍ଡରେ ଫିଙ୍ଗି ଦେଇଥିଲେ। ମୃତଦେହ ନିକଟରେ ନକ୍ସଲମାନେ ଏକ ପୋଷ୍ଟର ଛାଡ଼ିଯାଇଛନ୍ତି। ଏହି ହିଂସାକାଣ୍ଡକୁ କଣ୍ଟା ଏରିଆ କମ୍ମିଟି ମାଓ ସଙ୍ଗଠନ ଘଟାଇଥିବା ନକ୍ସଲ ପୋଷ୍ଟରରେ ଉଲ୍ଲେଖ ରହିଛି।
Also Read
ପୁଲିସ ଇନଫର୍ମ ସନ୍ଦେହରେ ନକ୍ସଲମାନେ ଇକବାଲଙ୍କୁ ହତ୍ୟା କରିଥିବା ଜଣାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।