ନୟାଗଡ଼: କୂଅରୁ ଯୁବକର ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ନୟାଗଡ଼: ନୟାଗଡ଼ ଜିଲ୍ଲା ନୂଆଗାଁରେ ଏକ କୂଅରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ନାଁ ଜିତେନ୍ଦ୍ର ପ୍ରଧାନ। ଜିତେନ୍ଦ୍ରକୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବା ଦାବିରେ ଉତ୍ୟକ୍ତ ଲୋକେ ଜାତୀୟ ରାଜପଥ-୫୭କୁ ଅବରୋଧ କରିଥିଲେ। ଫଳରେ ଦୀର୍ଘ ସମୟ ଧରି ଗାଡ଼ିମଟର ଅଟକି ରହିଥିଲା। ପୋଲିସ୍‌ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।

death

Rakesh Mallick
  • Published: Friday, 27 May 2016
  • , Updated: 27 May 2016, 04:21 AM IST

Related story