ନୟାଗଡ: ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ନୟାଗଡ଼: ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଶିଖରଗୋଛା ହରିପୁର ଗାଁରେ ସୁମତି ସେଠୀ ନାମକ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ମହିଳାଙ୍କ ଶରୀରର ବିଭିନ୍ନ ସ୍ଥାନକୁ ଧାରୁଆ ଅସ୍ତ୍ରରେ କଟାଯାଇଥିବା ବେଳେ ମୁଣ୍ଡ ଓ ମୁହଁରେ କ୍ଷତ ଚିହ୍ନ ରହିଛି। ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ଚିକିତ୍ସାଳୟରେ ରଖାଯାଇଛି। ଘରୋଇ କଳହରୁ ମହିଳାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି ବୋଲି ନୂଆଗାଁ ଥାନା ଅଧିକାରୀ ସମିତା ମିଶ୍ର କହିଛନ୍ତି।

nayagada2

Rakesh Mallick
  • Published: Thursday, 12 November 2015
  • , Updated: 12 November 2015, 09:57 AM IST

Related story