ଭୁବନେଶ୍ୱରରେ ବାବୁଙ୍କର 27ଟି ପ୍ଲଟ | Odisha Reporter
Advertisment
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ନୟାଗଡ଼ ଜିଲ୍ଲା ମୋଟର ଯାନ ନିରୀକ୍ଷକ ( MVI) ପଞ୍ଚାନନ ବେହେରାଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ବେଳେ ତାଙ୍କର କେବଳ ଭୁବନେଶ୍ୱରରେ ୨୭ଟି ପ୍ଲଟ ଠାବ କରାଯାଇଛି। ଏହି ୨୭ଟି ପ୍ଳଟ୍ ମଧ୍ୟରୁ ୧୦ଟି ବେନାମୀ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us