କଟକ: କଟକ ନିଆଳି ସବ୍ରେଜିଷ୍ଟ୍ରାର ଅଫିସ୍ର ମୁଖ୍ୟ କିରାଣୀ ରବୀନ୍ଦ୍ର ନାଥ ବାରିକ ଆଜି ୪୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ରବୀନ୍ଦ୍ର ଏକ ଜମିର ଇସି ବାହାର କରିବା ପାଇଁ ଟୋଲା ଗୋପିନାଥପୁର ଅଞ୍ଚଳର ମାନସ ରଞ୍ଜନ ପଣ୍ଡାଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଆଗରୁ ଲୁଚି ରହିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଥିଲା।
ଏହାସହ ତାଙ୍କ ଠାରୁ ନଗଦ ୬୩, ୬୦୦ ଟଙ୍କା ମଧ୍ୟ ଜବତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।