କଟକ: ବହୁ ଚର୍ଚ୍ଚିତ ଦୀପୁ ଓ ଓମ୍ ହତ୍ୟା ମାମଲାର ଅନ୍ୟତମ ଅଭିଯୁକ୍ତ ନିର୍ମଳ ରାଉତର ଜାମିନ ଆବେଦନ ଆଜି ଖାରଜ ହୋଇଯାଇଛି। କଟକ ଦ୍ୱିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ ନିର୍ମଳର ଜାମିନ ଆବେଦନକୁ ଖାରଜ କରିଛନ୍ତି। ପୂର୍ବରୁ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ନିର୍ମଳ କରିଥିବା ଅନ୍ତରୀଣ ଜାମିନ ଆବେଦନ ମଧ୍ୟ ଖାରଜ ହୋଇଥିଲା।
ଡି-ବ୍ରର୍ଦସଙ୍କ ସହଯୋଗୀ ନିର୍ମଳର ଆଠଗଡ଼ର ଖୁଣ୍ଟକଟାସ୍ଥିତ ଫ।ର୍ମ ହାଉସରେ ଦୀପୁ ଓ ଓମକୁ ହତ୍ୟା କରାଯାଇଥିବା ନେଇ ପୋଲିସ୍ ତଦନ୍ତରୁ ଜାଣି ପାରିଥିଲା।
ଡି-ବ୍ରର୍ଦସ ଓ ସେମାନଙ୍କର ଅନ୍ୟ ସହଯୋଗୀଙ୍କ ଭଳି ନିର୍ମଳ ମଧ୍ୟ ଏହି ହତ୍ୟାକାଣ୍ଡରେ ସଂପୃକ୍ତ ବୋଲି ପୋଲିସ୍ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।