କଟକ: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ପୋଲିସ୍ ଆଜି ଏକ ଡକାୟତ ଗ୍ୟାଙ୍ଗର ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପୋଲିସ୍ ୨୬ ଗ୍ରାମ ସୁନା, ଦୁଇଟି ମୋବାଇଲ ଓ ଗୋଟିଏ ସିମ୍ କାର୍ଡ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଅଜୟ ଦାସ, ସଞ୍ଜୟ ଦାସ ଓ ପ୍ରଭାତ ସାହୁ।
ଗତ ୮ ତାରିଖ ରାତିରେ ଏମାନେ ଜମରା ଗାଁର ରବୀନ୍ଦ୍ର ମହାନ୍ତିଙ୍କ ଘରୁ ଡକାୟତି କରିଥିବା ଅଭିଯୋଗ ହୋଇଛି। ତେବେ ଏହି ଗ୍ୟାଙ୍ଗର ଅନ୍ୟମାନଙ୍କୁ ଖୁବ୍ଶୀଘ୍ର ଗିରଫ କରାଯିବ ବୋଲି ସାଲେପୁର ଏସ୍ଡିପିଓ ପ୍ରଦ୍ୟୁମ୍ନ କୁମାର ଜେନା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।