ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖରିଆର ରୋଡର ବିଭିନ୍ନ ସ୍ଥାନରେ ଥିବା ବେଆଇନ କରତକଳ ଉପରେ ଜଙ୍ଗଲ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଓ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ଜବତ କରାଯାଇଛି। ଖରିଆରରୋଡର ମହମ୍ମଦ ଅସରଫ ଖାନଙ୍କ କରତକଳ ଏବଂ ଦଲଜିତ ସିଂହଙ୍କ କାଠ ଗୋଦାମରେ ଚଢ଼ାଉ କରି ପ୍ରାୟ ୫୦ଲକ୍ଷ ଟଙ୍କା ମୂଲ୍ୟର କାଠ, କାଠ ତିଆରି ସାମଗ୍ରୀ ଏବଂ କରତକଳ ଯନ୍ତ୍ରାଂଶ ଜବତ କରିଛି ଜଙ୍ଗଲ ବିଭାଗ। ଏହି ଚଢ଼ାଉ ବେଳେ ଖରିଆର ଡିଏଫଓଙ୍କ ସମେତ ପୋଲିସ୍ ଓ ମାଜିଷ୍ଟ୍ରେଟ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।