କାହା ଟଙ୍କାରେ ଠୁଳ ହୋଇଥିଲା ଏତେ ସମ୍ପତ୍ତି ? ଉପୁରି ଟଙ୍କାରେ ପରବର୍ତ୍ତୀ ପିଢୀ ପାଇଁ ଠୁଳ କରୁଥିଲେ ସମ୍ପତ୍ତି। ଭୁବନେଶ୍ୱରରେ ୩ ମହଲା କୋଠା, ଭଦ୍ରକରେ ୩ ମହଲା କୋଠା, ଭୁବନେଶ୍ୱରରେ ଗୋଟିଏ ଆପାର୍ଟମେଣ୍ଟ, ପାଣ୍ଡରାରେ ଗୋଟିଏ ଫ୍ଲାଟ ଓ ଢେଙ୍କାନାଳରେ ଗୋଟିଏ କ୍ରସର ଠାବ କରିଥିଲା ଭିଜିଲାନ୍ସ। ସେହିପରି ପ୍ରଦୀପଙ୍କର ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ଯାଜପୁରରେ ୪୫ଟି ପ୍ଲଟ୍, ୨ଟି ଜେସିବି, ଗୋଟିଏ ଏକ୍ସକାଭେଟର, ଗୋଟିଏ କାର୍, ୨ଟି ବାଇକ୍ ଓ ୧ କେଜି ସୁନା ଜବତ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।