Advertisment

ପ୍ରେମିକ କ’ଣ ଏତେ ନୃଶଂସ ହୋଇପାରେ ?

ପ୍ରେମିକାକୁ ମାରି ୩୧ ଖଣ୍ଡ କରି ଜଙ୍ଗଲ ଭିତରେ ପୋତିଦେଲେ! ଏମିତି ଲୋମ ଟଙ୍କୁରା ଦୃଶ୍ୟ ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅଞ୍ଚଳରେ ଘଟିଛି।

Advertisment

ପ୍ରେମିକ କ’ଣ ଏତେ ନୃଶଂସ ହୋଇପାରେ? ଦେଢ଼ ବର୍ଷର ପ୍ରମ ସମ୍ପର୍କକୁ କ୍ଷଣକ ଭିତରେ ଛିନ୍ନ କରିଦେଲେ। ପ୍ରେମିକାକୁ ମାରି ୩୧ ଖଣ୍ଡ କରି ଜଙ୍ଗଲ ଭିତରେ ପୋତିଦେଲେ! ଏମିତି ଲୋମ ଟଙ୍କୁରା ଦୃଶ୍ୟ ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ଅଭିଯୁକ୍ତ ପ୍ରେମିକ ଓ ତାଙ୍କ ସ୍ତ୍ରୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। 

Advertisment
Murder Odisha Nabarangpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe