Advertisment

ବିଜେଡି କର୍ମୀଙ୍କ ଆକ୍ରମଣରେ ବିଜେପି ନେତାଙ୍କ ମୁଣ୍ଡ ଫାଟିଲା

ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ କରିଛି ପୁଲିସ।

author-image
Manoj Swain

ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ କରିଛି ପୁଲିସ। ସୂଚନାଯୋଗ୍ୟ ଯେ, ଗତକାଲି ଅଭିଳାଷ ପଣ୍ଡା ପ୍ରଚାର ସାରି ନିଜ କର୍ମୀଙ୍କ ସହ ଫେରୁଥିଲେ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ସସିତାଦେଇପୁର ନିକଟରେ ୧୦୦ଅଧିକ ବିଜେଡି କର୍ମୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha BjD Bjp Political Violence Bhadrak